ନୂଆ ଶିକ୍ଷାନୀତିକୁ କ୍ୟାବିନେଟ୍‌ ମଞ୍ଜୁରୀ

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କେନ୍ଦ୍ର ମାନବ ସମ୍ବଳ ବିକାଶ(ଏଚଆରଡି) ମନ୍ତ୍ରଣାଳୟକୁ ବଦଳାଯାଇ ଶିକ୍ଷା ମନ୍ତ୍ରଣାଳୟ କରାଯାଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ଦେଶରେ ନୂଆ ଶିକ୍ଷା ନୀତିକୁ ମଞ୍ଜୁରୀ ପ୍ରଦାନ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More