ପରପାରିରେ ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ ଖାନ

44

Get real time updates directly on you device, subscribe now.

ମୁମ୍ବଇ ( ଏଜେନ୍ସି ) : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ୱାଜିଦ ଖାନଙ୍କ ରବିବାର ରାତିରେ ପରଲୋକ ଘଟିଛି । ସେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା କୁହାଯାଉଛି । ମୃତ୍ୟୁ ବେଳକୁ ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ବଲିଉଡ ଚଳଚ୍ଚିତ୍ର ଜଗତରେ ଶୋକର ଲହରୀ ଖେଳିଯାଇଛି । ସେ ହୃଦରୋଗ ଓ କିଡନୀ ଜନିତ ସମସ୍ୟାରେପୀଡିତ ଥିଲେ । ସେ କରୋନା ଭୂତାଣୁ ସଂକ୍ରମିତ ହୋଇଥିବା କୁହାଯାଉଛି । ଚଳଚ୍ଚିତ୍ର ଜଗତର ସେଲିବ୍ରିଟି ଏବଂ ସେମାନଙ୍କ ପ୍ରଶଂସକମାନଙ୍କ ନିକଟରେ ସାଜିଦ-ୱାଜିଦ ଯୋଡି ଭାବରେ ପ୍ରସିଦ୍ଧ ୱାଜିଦ୍ ଖାନଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More