ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କୁ ପୁଣି ଝଟ୍‌କା: ପୁନଃବିଚାର ଆବେଦନ ସୁପ୍ରିମକୋର୍ଟରେ ଖାରଜ

26

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ମାମଲାର ପୁନଃବିଚାର ଆବେଦନକୁ ସୁପ୍ରିମକୋର୍ଟ ଆଜି ଖାରଜ କରିଛନ୍ତି । ଜଷ୍ଟିସ ଉଦୟ ଉମେଶ ଲଲିତ ଏବଂ ଜଷ୍ଟିସ ଭିନିତ୍‌ ସରଣଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ଆଜି ଏହି ରାୟ ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More