ପୁଣି ବଢିଲା ପେଟ୍ରୋଲ ଓ ଡ଼ିଜେଲ ଦର

26

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଆଜି ପୁଣି ବୃଦ୍ଧି ପାଇଛି ପେଟ୍ରୋଲ ଓ ଡ଼ିଜେଲ ଦର। ପୋଟ୍ରାଲ ଲିଟର ପିଛା ୨୫ ପଇସା ଓ ଡ଼ିଜେଲ ଲିଟର ପିଛା ୨୧ ପଇସା ବୃଦ୍ଧି ପାଇଛି। ଏହାସହ ଲାଗାତାର ୨୧ ଦିନ ହେଲା ଉଭୟ ପେଟ୍ରୋଲ ଓ ଡ଼ିଜେଲ ଦର ବଢିବାରେ ଲାଗିଛି। ୨୧ ଦିନ ମଧ୍ୟରେ ପେଟ୍ରୋଲ ଲିଟର ପିଛା ୯.୧୨ଟଙ୍କା ଓ ଡ଼ିଜେଲ ୧୧ଟଙ୍କା ବୃଦ୍ଧି ପାଇଛି। ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୮୦ ଟଙ୍କା ୩୮ ପଇସା ଓ ଡ଼ିଜେଲ ଦର ୮୦ ଟଙ୍କା ୪୦ ପଇସା ହୋଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More