ପୁନରୁଦ୍ଧାର ହେବ ଏୟାର ଇଣ୍ଡିଆ

16

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : କ୍ଷତିରେ ଚାଲୁଥିବା ଓ ଋଣଗ୍ରସ୍ତ ଏୟାର ଇଣ୍ଡିଆର ପୁନରୁଦ୍ଧାର ଲାଗି  ସରକାର ଚଳିତ ଆର୍ଥିକ ବର୍ଷରେ ୮୧୦ କୋଟି ଟଙ୍କା ସହାୟତା ପ୍ରଦାନ କରିବେ । ଗୁରୁବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏ ସମ୍ପର୍କରେ ସୂଚନା ଦେଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More