ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ନଭେମ୍ବର ପର୍ଯ୍ୟନ୍ତ ୮୦ କୋଟି ଲୋକଙ୍କୁ ମିଳିବ ମାଗଣା ଚାଉଳ-ଡ଼ାଲି

51

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଲକ୍ଡ଼ାଉନ କାଳରେ ଗରିବ ଲୋକଙ୍କୁ ମାଗଣାରେ ଚାଉଳ ଓ ଡ଼ାଲି ଯୋଗାଇ ଦିଆଯାଉଛି । ଏହି ବ୍ୟବସ୍ଥା ଆସନ୍ତା ଦୀପାବଳି ଓ ଛଟ୍ ପର୍ଯ୍ୟନ୍ତ ଅର୍ଥାତ୍ ନଭେମ୍ବର ମାସ ପର୍ଯ୍ୟନ୍ତ କାର୍ଯ୍ୟକାରୀ କରାଯିବ । ପ୍ରତ୍ୟେକ ଗରିବଙ୍କୁ ମାସିକ ୫ କିଲୋ ଚାଉଳ କିମ୍ବା ଗହମ ଓ ୧ କିଲୋ ଡ଼ାଲି ଯୋଗାଇ ଦିଆଯିବ । ଏଥିରେ ଦେଶର ୮୦ କୋଟି ଲୋକ ଉପକୃତ ହେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More