ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୧୦ଟାରେ ଦେଶବାସୀଙ୍କୁ ଉଦବୋଧନ ଦେବେ

14

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ଣ ୧୦ଟାରେ ଦେଶବାସୀଙ୍କୁ ଉଦବୋଧନ ଦେବେ। ୨୧ଦିନିଆ ଲକଡାଉନର ଶେଷ ଦିନରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଦେବାକୁ ଥିବା ଉଦ୍‍ବୋଧନରେ ଏହାର ଅବଧି ବୃଦ୍ଧି ସମ୍ପର୍କରେ ଘୋଷଣା କରିବାର ସମ୍ଭାବନା ରହିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More