ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ବାଲୁକାକଳା ମାଧ୍ୟମରେ ସୁଦର୍ଶନ ପଟ୍ଟନାୟକ

12

Get real time updates directly on you device, subscribe now.

ପୁରୀ(ସଂଘର୍ଷ ନ୍ୟୁଜ୍) :  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ ତମ ଜନ୍ମ ଦିନ। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଦିଆଯାଉଛି। ବିଶିଷ୍ଟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଦେଇଛନ୍ତି। ପୁରୀରୁ ସ୍ବର୍ଣ୍ଣାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳାଟିଏ ସେ ନିର୍ମାଣ କରିଛନ୍ତି । ଯେଉଁ ଥିରେକି ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକୃତିକୁ ବାଲି ଆଙ୍କି ଜନ୍ମ ଦିନ ର ଶୁଭେଚ୍ଛା ଦେଇଛନ୍ତି। ପୁରୀ ରୁ ଶଙ୍କର ସରକାରଙ୍କ ରିପୋର୍ଟ ସଂଘର୍ଷ ନ୍ୟୁଜ୍।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More