ମୁମ୍ବଇ ( ଏଜେନ୍ସି ) : ବଲିଉଡ୍ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୁଇ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍ ଥିବା ନେଇ ବିଏମସି କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଅମିତାଭ ବଚ୍ଚନଙ୍କ ପତ୍ନୀ ଜୟା ବଚ୍ଚନ କରୋନା ନେଗେଟିଭ୍ ଥିବା ସୂଚନା ଦିଆଯାଇଛି।