ବିଜେପିରେ ସାମିଲ ହେଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ

25

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି ) : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍ଟେନ ଅମରିନ୍ଦର ସିଂହ ଆଜି ବିଜେପିରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଓ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଉପସ୍ଥିତିରେ ୮୦ ବର୍ଷୀୟ ଅମରିନ୍ଦର ବିଜେପିରେ ଯୋଗ ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More