ବିଜେପି ବିଧାୟକ କୃଷ୍ଣାନନ୍ଦ ରାୟଙ୍କ ହତ୍ୟା ମାମଲା, ପୁଲିସ ଏନକାଉଣ୍ଟରରେ ଅଭିଯୁକ୍ତ ନିହତ

14

Get real time updates directly on you device, subscribe now.

ଉତ୍ତରପ୍ରଦେଶ ( ଏଜେନ୍ସି ) : ଉତ୍ତରପ୍ରଦେଶର ବିଜେପି ବିଧାୟକ କୃଷ୍ଣାନନ୍ଦ ରାୟଙ୍କୁ ହତ୍ୟା ମାମଲାର ଅଭିଯୁକ୍ତ ରାକେଶ ପାଣ୍ଡେ ଓରଫ ହନୁମାନ ପାଣ୍ଡେ ପୁଲିସ ଏନକାଉଣ୍ଟରରେ ନିହତ ହୋଇଛି। ରାକେଶ ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲା ଏସଟିଏଫ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More