ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କୋଭିଡ୍-୧୯ ଆରୋଗ୍ୟ ହାର ୬୨.୪୨%କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୯ ହଜାର ୧୩୫ ଜଣ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିବା ସହ ଦେଶରେ ଏପର୍ଯ୍ୟନ୍ତ ୪ ଲକ୍ଷ ୯୫ ହଜାର ୫୧୩ ସଂକ୍ରମିତ ଲୋକ ଆରୋଗ୍ୟ ଲାଭ କରିଛନ୍ତି।
Get real time updates directly on you device, subscribe now.

Recover your password.
A password will be e-mailed to you.