ଭାରତରେ ୧ ଲକ୍ଷ ୫୮ ହଜାର ୩୩୩ ଜଣ କାରୋନା ଆକ୍ରାନ୍ତ, ମୃତକଙ୍କ ସଂଖ୍ୟା ୪ ହଜାର ୫୩୧କୁ ବୃଦ୍ଧି

23

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । କରୋନା ଭାଇରସରେ ବର୍ତ୍ତମାନ ସୁଦ୍ଧା ଭାରତରେ ୧ ଲକ୍ଷ ୫୮ ହଜାର ୩୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ​‌ବେଳେ ୪ ହଜାର ୫୩୧ ଜଣଙ୍କର ମୃତ୍ୟୁ ହୋଇଛି । ବିଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ କେବଳ ୬ ହଜାର ୫୬୬ ଜଣ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୯୪ ଜଣ ବ୍ୟକ୍ତିଙ୍କର ପ୍ରାଣହାନୀ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More