ମହାମାରୀ କରୋନା କବଳରେ ବଚ୍ଚନ ପରିବାର

27

Get real time updates directly on you device, subscribe now.

ମୁମ୍ବଇ ( ଏଜେନ୍ସି ) : ବିଗ୍‍ ବି ଅମିତାଭ ବଚ୍ଚନ ଓ ପୁଅ ଅଭିଷେକ ବଚ୍ଚନ କରୋନା ସଂକ୍ରମିତ ହେବା ପରେ ଏବେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ୮ ବର୍ଷୀୟ ଝିଅ ଆରାଧ୍ୟା ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଅପର ପକ୍ଷରେ ଜୟା ବଚ୍ଚନଙ୍କ ରିପୋର୍ଟ ନେଗେଟିଭ ଆସିଛି। ଐଶ୍ୱର୍ଯ୍ୟା ଓ ଆରାଧ୍ୟାଙ୍କରଠାରେ କରୋନା ସାମାନ୍ୟ ଲକ୍ଷଣ ଥିବାରୁ ଉଭୟଙ୍କୁ ଘରେ ହୋମ୍‍ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More