ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଫଲୋଅର ସଂଖ୍ୟା ୬କୋଟିକୁ ବୃଦ୍ଧି

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ମାଇକ୍ରୋ ବ୍ଲଗିଂ ସାଇଟ୍ ଟ୍ୱିଟରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଉ ଏକ ସଫଳତା ହାସଲ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଟ୍ୱିଟରରେ ଅନୁସରଣକାରୀଙ୍କ ସଂଖ୍ୟା ୬ କୋଟିକୁ ବୃଦ୍ଧି ପାଇଛି। ବର୍ତ୍ତମାନ ୬ କୋଟି ଲୋକ ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅନୁସରଣ କରୁଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More