ରାଜଧାନୀ ଦିଲ୍ଲୀରେ ଗୋଟିଏ ଦିନରେ ୧୨୯୫ ଜଣ କରୋନା ସଂକ୍ରମିତ

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ରବିବାର ଦିନ ଦିଲ୍ଲୀରେ କରୋନା ସଂକ୍ରମିତ ସଂଖ୍ୟା ରେକର୍ଡ ଭାଙ୍ଗଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୨୯୫ ଜଣ କରୋନା ସଂକ୍ରମତି ହୋଇଛନ୍ତି। ଏହା ହେଉଛି ଦିଲ୍ଲୀରେ ଗୋଟିଏ ଦିନରେ ରିପୋର୍ଟ ହୋଇଥିବା ସର୍ବାଧିକ ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ମିଶାଇ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୧୯୮୪୪କୁ ବୃଦ୍ଧି ହୋଇଛି। ରବିବାର ଦିନ ଦିଲ୍ଲୀରେ ୪୧୬ ଜଣଙ୍କୁ ଡିସଚାର୍ଜ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୮୪୭୮ ଲୋକ ସୁସ୍ଥ ହୋଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More