ରାଜଧାନୀ ଦିଲ୍ଲୀରେ ପୁଣି ଏକ ଅଗ୍ନିକାଣ୍ଡ, ୩ ମୃତ

33

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : ରାଜଧାନୀ ଦିଲ୍ଲୀରେ ପୁଣି ଏକ ଅଗ୍ନିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଶାହଦରା ଜିଲାର କୃଷ୍ଣା ନଗର ଅଞ୍ଚଳରେ ରବିବାର ଭୋର ସମୟରେ ଏକ ଅଟ୍ଟାଳିକାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଅପରପକ୍ଷେ ୭ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବା ଜଣାପଡ଼ିଛି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More