ରାଜ୍ୟରେ ଆଜି କରୋନାରେ ୬ ମୃତ, ମୋଟ ମୃତକଙ୍କ ସଂଖ୍ୟା ୧୨୦କୁ ବୃଦ୍ଧି

37

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି କରୋନା ଭୂତାଣୁରେ ଆଉ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲାର ସର୍ବାଧିକ ୩ ଜଣ ରହିଥିବାବେଳେ ଭଦ୍ରକ, ଗଜପତି ଓ ରାୟଗଡ଼ା ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ଶୁକ୍ରବାର ସୁଦ୍ଧା ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୨୦କୁ ବୃଦ୍ଧି ପାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More