ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌ ଚେୟାର୍‌ମ୍ୟାନ ଅନୀଲ୍‌ କୁମାର ଚୌଧୁରୀ କରୋନାରେ ଆକ୍ରାନ୍ତ

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) :ଷ୍ଟିଲ୍‌ ଅଥରିଟି ଅଫ୍‌ ଇଣ୍ଡିଆ ଲିମିଟେଡ୍‌(ସେଲ୍‌) ଚେୟାର୍‌ମ୍ୟାନ ଅନୀଲ୍‌ କୁମାର ଚୌଧୁରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଶନିବାର ‘ସେଲ୍‌’ ଚେୟାର୍‌ମ୍ୟାନ୍‌ଙ୍କୁ କୋଭିଡ୍‌-୧୯ ପରୀକ୍ଷା କରାଯାଇଥିଲା। ତାଙ୍କର କୋଭିଡ୍‌-୧୯ ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ଏହାପରେ ‘ସେଲ୍‌’ କର୍ପୋରେଟ୍‌ କାର୍ଯ୍ୟାଳୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି ବୋଲି ଜଣାପଡ଼ିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More