ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂହ ଯାଦବ ଗୁରୁତର ଅସୁସ୍ଥ, ଲକ୍ଷ୍ନୌର ମେଦାନ୍ତ ଡ଼ାକ୍ତରଖାନାରେ ଭର୍ତି

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବ ଗୁରୁତର ଅସୁସ୍ଥ ହୋଇ ପଡ଼ିଛନ୍ତି । ତାଙ୍କୁ ତୁରନ୍ତ ଲକ୍ଷ୍ନୌସ୍ଥିତ ମେଦାନ୍ତ ଡ଼ାକ୍ତରଖାନାରେ ଭର୍ତି କରାଯାଇଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More