ସୁରକ୍ଷା ବାହିନୀ ଏନ୍‌କାଉଣ୍ଟରରେ ଟଳିଲେ ୩ ଆତଙ୍କବାଦୀ

12

Get real time updates directly on you device, subscribe now.

ଜମ୍ମୁ କଶ୍ମୀର ( ଏଜେନ୍ସି ) : ଜମ୍ମୁ-କାଶ୍ମୀରର ସୋପିଆନ ଜିଲାରେ ଶନିବାର ସକାଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଗୁଳିବିନିମୟରେ ଭାରତୀୟ ସୁରକ୍ଷା ବାହିନୀକୁ ସଫଳତା ମିଳିଛି। ସୁରକ୍ଷା ବାହିନୀ ଗୁଳିରେ ୩ ଜଣ ଆତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More