ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

13

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଆଜି ସାରା ଦେଶ ନିରାଡ଼ମ୍ବର ଭାବେ ୭୪ତମ ସ୍ୱତନ୍ତ୍ରତା ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଐତିହାସିକ ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ରାଜଘାଟ ଯାଇ ସେଠାରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଲାଲକିଲ୍ଲାରେ ପହଂଚିଥିଲେ। ସେଠାରେ ଶ୍ରୀ ମୋଦୀ ଗାର୍ଡ ଅଫ ଅନର ଗ୍ରହଣ କରିବା ପରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ମୋର ପ୍ରିୟ ଦେଶବାସୀ, ଏହି ପବିତ୍ର ପର୍ବରେ ଆପଣ ସମସ୍ତଙ୍କୁ ଶୁଭେଚ୍ଛା ଏବଂ ଅନେକ ଅନେକ ଅଭିନନ୍ଦନ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More