ହୋମ କ୍ଵାରେଣ୍ଟାଇନରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ

41

Get real time updates directly on you device, subscribe now.

ଝାଡଖଣ୍ଡ ( ଏଜେନ୍ସି ) : ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ହୋମ କ୍ବାରେଣ୍ଟାଇନରେ ଅଛନ୍ତି। ଝାଡଖଣ୍ଡର ପାନୀୟ ଜଳ ଓ ପରିମଳ ମନ୍ତ୍ରୀ ମିଥିଲେଶ ଠାକୁର ଏବଂ ବିଧାୟକ ମଥୁରା ପ୍ରସାଦ ମହାତୋ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ନିଜେ ହୋମ କ୍ବାରେଣ୍ଟାଇନରେ ଅଛନ୍ତି। ମୁଖ୍ୟମନ୍ତ୍ରୀ ଏହି ଦୁଇ ମନ୍ତ୍ରୀଙ୍କ ସହ ସଂପର୍କରେ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More