୨୦୨୦ ମେଡିସିନ୍‌ ପାଇଁ ନୋବେଲ ପୁରଷ୍କାର ଘୋଷଣା

11

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ୨୦୨୦ରେ ମେଡିସିନ୍‌ ପାଇଁ ନୋବେଲ ପୁରଷ୍କାର ଘୋଷଣା କରାଯାଇଛି । ନୋବେଲ ପାଇଁ ଯୁଗ୍ମ ଭାବେ ଏକ କାଳୀନ ତିନି ଜଣଙ୍କୁ ଏହି ପୁରଷ୍କାର ଦିଆଯିବା ନେଇ ସ୍ଥିର ହୋଇଛି । ତେବେ ଏହି ତିନି ଜଣ ବ୍ୟକ୍ତି ହେଉଛନ୍ତି, ହାର୍ଭେ ଜେ ଅଲଟର, ମାଇକେଲ ହଟନ ଓ ଚାର୍ଲସ ଏମ୍ ରାଇସ୍। ନୋବେଲ ପୁରଷ୍କାର କମିଟି ପକ୍ଷରୁ ଏହି ନାଁ ଘୋଷଣା କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More