୨୪ ଘଣ୍ଟାରେ ଦେଶରେ କରୋନା ଆତଙ୍କ : ୮୭ ମୃତ, ୩୬୦୪ ନୂଆ ସଂକ୍ରମିତ

38

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) :  ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ ହଜାର ଅତିକ୍ରମ କରିଛି। ମଙ୍ଗଳବାର ସକାଳ ସୁଦ୍ଧା ଦେଶରେ ୭୦ ହଜାର ୭୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨୯୩ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ସୁଦ୍ଧା ୨୨ ହଜାର ୪୫୪ ଜଣ ସୁସ୍ଥ ହୋଇଥିବାବେଳେ ୪୬ ହଜାର ୮ ଜଣ ଚିକିତ୍ସାଧୀନ ବା ସକ୍ରିୟ ସଂକ୍ରମିତ ରହିଛନ୍ତି ବୋଲ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬୦୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୮୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More