ୱାଘମା ଅଞ୍ଚଳରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

15

Get real time updates directly on you device, subscribe now.

ଜାମ୍ମୁ-କାଶ୍ମୀର( ଏଜେନ୍ସି ) : ଜାମ୍ମୁ-କାଶ୍ମୀର ଅନନ୍ତନାଗ ଜିଲା ଅନ୍ତର୍ଗତ ୱାଘମା ଅଞ୍ଚଳରେ ମଙ୍ଗଳବାର ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଘଟିଛି। ଏଥିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହା ପରେ ସମ୍ପୃକ୍ତ ଅଞ୍ଚଳକୁ ଯବାନମାନେ ସମ୍ପୂର୍ଣ୍ଣ ଭାବେ ଘେରିଯାଇ ସର୍ଚ୍ଚ ଅପରେଶନ ଚଳାଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More