ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ କରୋନାରେ ଆକ୍ରାନ୍ତ

19

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କର ପତ୍ନୀ ମେଲାନିଆ କରୋନା ଆକ୍ରାନ୍ତ ହୋଇଛନ୍ତି। ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତା ହୋପ୍ ହିକ୍ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଟ୍ରମ୍ପ ଓ ତାଙ୍କ ପତ୍ନୀ କରୋନା ଟେଷ୍ଟ କରିଥିଲେ। ଉଭୟଙ୍କ କରୋନା ରିପୋର୍ଟ ଆଜି ପିଜିଟିଭ ଆସିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More