ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧର ବିଭୀଷିକା , ଗାଜାର ହସ୍ପିଟାଲ ଉପରେ ରକେଟ ମାଡ଼ ,୫୦୦ରୁ ଅଧିକ ମୃତ

98

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : ଇସ୍ରାଏଲ ଓ ହମାସ ମଧ୍ୟରେ ଯୁଦ୍ଧ ଚାଲୁ ରହିଛି। ଏହି ଯୁଦ୍ଧରେ ଏଯାଏଁ ୪୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଗାଜାର ଏକ ହସ୍ପିଟାଲ ଉପରେ ଏୟାର ଷ୍ଟ୍ରାଇକ୍‌‌ ହୋଇ ପ୍ରାୟ ୫ ଶହରୁ ଅଧିକ ଲୋକଙ୍କ ଜୀବନ ଚାଲି ଯାଇଛି। ଏହି ଆକ୍ରମଣକୁ ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More