ଜାପାନ ଏୟାରଲାଇନ୍ସର ଏକ ବିମାନରେ ଅଗ୍ନିକାଣ୍ଡ , ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର

38

Get real time updates directly on you device, subscribe now.

ଜାପାନ(ଏଜେନ୍ସି) : – ଟୋକିଓର ହନେଡା ବିମାନବନ୍ଦରରେ ଜାପାନ ଏୟାରଲାଇନ୍ସର ଏକ ବିମାନରେ ଅଗ୍ନିକାଣ୍ଡ ଘଟିଛି। ଜାପାନ ଗଣମାଧ୍ୟମ ସୂଚନା ଅନୁସାରେ, ଅଧିକାରୀମାନେ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସମସ୍ତ ଯାତ୍ରୀ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More