ଭାରତୀୟ ବଂଶୋଦ୍ଭବ କମଳା ହ୍ୟାରିସ ହେବେ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ

57

Get real time updates directly on you device, subscribe now.

ୱାଶିଂଟନ ( ଏଜେନ୍ସି ) : ଭାରତୀୟ ବଂଶୋଦ୍ଭବ କମଳା ହ୍ୟାରିସ ହେବେ ଆମେରିକା ଉପରାଷ୍ଟ୍ରପତି ପ୍ରାର୍ଥୀ । ଡ଼େମୋକ୍ରାଟିକ୍ ଦଳର ରାଷ୍ଟ୍ରପତି ପ୍ରାର୍ଥୀ ଜୋ ବାଇନେଡ଼ ଏ କଥା ଘୋଷଣା କରିଛନ୍ତି । ଏହି ପଦ ନିମନ୍ତେ ନିର୍ବାଚନ ଲଢ଼ିବାରେ ସେ ପ୍ରଥମ କୃଷ୍ଣକାୟ ମହିଳା । କମଳା ଭାରତୀୟ ବଂଶୋଦ୍ଭବ ଓ ଜାମାଇକାର ବାସିନ୍ଦା । କମଳାଙ୍କ ମା’ ଭାରତୀୟ ଓ ପିତା ଜାମାଇକାନ । ତାଙ୍କର ଜନ୍ମ କାଲିଫର୍ଣିଆର ଅକଲାଣ୍ଡରେ ହୋଇଥିଲା ଓ ସେ ହାଭାର୍ଡ଼ ବିଶ୍ଵବିଦ୍ୟାଳୟରେ ଶିକ୍ଷା ଲାଭ କରିଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More