ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :  ସାମୁଦ୍ରିକ ଝଡ଼ ‘ଅମ୍ପନ’ ଓଡ଼ିଶାରେ ଛାଡ଼ି ଯାଇଛି କ୍ଷତ । ଅମ୍ପନ ପ୍ରଭାବରେ ରାଜ୍ୟର ୪ଟି ଜିଲା ବିଶେଷ ପ୍ରଭାବିତ ହୋଇଛି । ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଆକାଶମାର୍ଗରୁ ପ୍ରଭାବିତ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି । ପ୍ରଭାବିତ ଅଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀଙ୍କ ସହ ପୁନରୁଦ୍ଧାର ଓ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More