ଆମ୍‌‌ ଆଦମୀ ପାର୍ଟିକୁ ଭୋଟ ଦେବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ

29

Get real time updates directly on you device, subscribe now.

ନୂଆଦିଲ୍ଲୀ(ଏଜେନ୍ସି) : – ଆମ୍‌‌ ଆଦମୀ ପାର୍ଟି(ଆପ୍‌‌)କୁ ଭୋଟ ଦେବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ । ଦିଲ୍ଲୀରେ ଆସନ୍ତା ୨୫ ତାରିଖରେ ହେବାକୁ ଥିବା ନିର୍ବାଚନରେ ସେ ଆପ୍‌‌କୁ ଭୋଟ ଦେବେ ବୋଲି ରବିବାର ଏଠାରେ ଆୟୋଜିତ ଏକ ବିଶାଳ ରାଲିରେ କହିଛନ୍ତି ରାହୁଲ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More