ଓଡିଶା ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ବାଲେଶ୍ବର ସଦର ବିଧାୟକ ମଦନମୋହନ ଦତ୍ତ ଏବଂ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ବିଷ୍ଣୁଚରଣ ଦାସଙ୍କ ପରଲୋକ ଯୋଗୁ ଏହି ଦୁଇଟି ବିଧାନସଭା ମଣ୍ଡଳୀରେ ବିଧାନସଭା ଆସନ ପଦ ଖାଲିପଡ଼ିଥିଲା। ରାଜ୍ୟରେ ଦୁଇଟି ଉପନିର୍ବାଚନ ପାଇଁ ବିଜେପି ରବିବାର ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ବର ସଦର ପାଇଁ ପୂର୍ବତ୍ତନ ବିଧାୟକ ମଦନମୋହନ ଦତ୍ତଙ୍କ ପୁଅ ମାନସ ଦତ୍ତକୁ ପ୍ରାର୍ଥୀ କରିଥିବା ବେଳେ ତିର୍ତ୍ତୋଲ ପାଇଁ ରାଜ କିଶୋର ବେହେରାଙ୍କ ନାମ ଘୋଷଣା କରିଛି ବିଜେପି । ଏହି ଦୁଇଟି ଅସନରୁ ନଭେମ୍ବର ୩ରେ ଭୋଟଗ୍ରହଣ ହେବ। ନଭେମ୍ବର ୧୦ରେ ହେବ ଭୋଟଗଣତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More