ଧାମନଗରରେ ଫୁଟିଲା ପଦ୍ମ

23

Get real time updates directly on you device, subscribe now.

ଭଦ୍ରକ(ସଂଘର୍ଷ ମିଡିଆ) : : ଧାମନଗରରେ ଭାଙ୍ଗିଲା  ଉପନିର୍ବାଚନର ବିଜୟ ଧାରା, ଫୁଟିଲା ପଦ୍ମ। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗଡ଼ ଜିତିଲା ବିଜେପି। ଆଜି  ଧାମନଗର ଉପ-ନିର୍ବାଚନରେ ବାଜିମାତ୍ କରିଛି ବିଜେପି। ବିଜେଡି ଓ କଂଗ୍ରେସ ସମେତ ଦୁଇ ସ୍ବାଧୀନ ପ୍ରାର୍ଥୀଙ୍କୁ ବହୁ ପଛରେ ପକାଇ ଧାମନଗର ଉପନିର୍ବାଚନରେ ବିଜୟୀ ହୋଇଛନ୍ତି ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ। ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେଡି ପ୍ରାର୍ଥୀ ଅବନ୍ତି ଦାସଙ୍କୁ ରେକର୍ଡ ସଂଖ୍ୟକ ଭୋଟ ବ୍ୟବଧାନରେ ପରାସ୍ତ କରି ବିଜୟୀ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More