ଧାମନଗର ଉପନିର୍ବାଚନ : ୯,୮୮୧ଖଣ୍ଡ ଭୋଟରେ ବିଜୟୀ ହେଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ

22

Get real time updates directly on you device, subscribe now.

ଭଦ୍ରକ(ସଂଘର୍ଷ ମିଡିଆ ): ଧାମନଗର ଉପନିର୍ବାଚନରେ ବିଜେପିର ବାଜିପାତ ହୋଇଛି। ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ୯,୮୮୧ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କୁ ପୋଷ୍ଟାଲ ଭୋଟ୍ ଓ ପ୍ରଥମରୁ ଶେଷ ୧୯ଟି ରାଉଣ୍ଡରେ ପଛରେ ପକାଇ ମୋଟ ୯,୮୮୧ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଛନ୍ତି ସୂର୍ଯ୍ୟବଂଶୀ ସୂରଜ। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More