ପୁରୀ ଜିଲ୍ଲାରେ ଭାରତୀୟ ଜନତା ପାର୍ଟି ର ମିଶ୍ରଣ ପର୍ବ ଅନୁଷ୍ଠିତ

15

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ଆଜି ପୁରୀ ଜିଲ୍ଲା, ନିମାପଡ଼ା ନିର୍ବାଚନ ମଣ୍ଡଳୀର ଗୋପ ବ୍ଲକରୁ ଶତାଧିକ ଅନ୍ୟାନ୍ୟ ଦଳର କାର୍ଯ୍ୟକର୍ତ୍ତା, ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ବିଜେପିରେ ଯୋଗଦାନ କରିଛନ୍ତି । ଏହି ମାନଙ୍କ ଭିତରେ ପୂର୍ବତନ ସରପଞ୍ଚ, ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ସଭ୍ୟ, ସଭାପତି ଗଣ ସାମିଲ ଅଛନ୍ତି । ଏହି କାର୍ଯ୍ୟକ୍ରମରେ ପୁରୀ ବିଧାୟକ ଶ୍ରୀ ଜୟନ୍ତ କୁମାର ଷଡ଼ଙ୍ଗୀ, ବିଜେପି ଜିଲ୍ଲା ସଭାପତି ଶ୍ରୀ ଆଶ୍ରିତ ପଟନାୟକ, ପୂର୍ବତନ ଜିଲ୍ଲା ସଭାପତି ଶ୍ରୀ ପଭଞ୍ଜନ ମହାପାତ୍ର ଓ ମଞ୍ଚନଥ ମଣ୍ଡଳ ସଭାପତି ସୁଶାନ୍ତ ସ୍ୱାଇଁ ଓ ସାଧାରଣ ସମ୍ପାଦକ ଶ୍ରୀ ବିଜୟ ନାୟକ ପ୍ରମୁଖ ଯୋଗ ଦେଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More