ବରିଷ୍ଠ କଂଗ୍ରେସ ନେତା ଡକ୍ଟର ଏ ଚେଲ୍ଲାକୁମାର ଓଡ଼ିଶା କଂଗ୍ରେସ ନୂଆ ପ୍ରଭାରୀ

47

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଓଡ଼ିଶା କଂଗ୍ରେସର ନୂତନ ପ୍ରଭାରୀ ଭାବେ ବରିଷ୍ଠ କଂଗ୍ରେସ ନେତା ତଥା ସାଂସଦ ଡକ୍ଟର ଏ ଚେଲ୍ଲାକୁମାରଙ୍କୁ ନିଯୁକ୍ତି ମିଳିଛି। ପୂର୍ବରୁ ଡକ୍ଟର ଚେଲ୍ଲାକୁମାର ଗୋଆ କଂଗ୍ରେସ ସଂଗଠନ ଦାୟିତ୍ୱରେ ରହିଥିଲେ। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More