ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ

19

Get real time updates directly on you device, subscribe now.

ମାଲକାନଗିରି (ସଂଘର୍ଷ ମିଡିଆ) : – ମାଲକାନଗିରି ଜିଲ୍ଲା ମାଥିଲି ଠାରେ ବିଯୁଜନତା ଦଳ ଦ୍ୱାରା ଶହୀଦ ଲକ୍ଷ୍ମଣ ନାୟକ ଭବନ ଠାରୁ ଏକ ଶୋଭାଯାତ୍ରା ବାହାରି, ଆର. ଏମ. ସି. ଗୁଦାମ ଠାରେ ସଭାର ଆୟୋଜନ କରାଯାଇଥିଲା । ଏଥିରେ ଚିତ୍ରକୋଣ୍ଡା ବିଧାୟକ ପୂର୍ଣଚନ୍ଦ୍ର ବାକା, ପୂର୍ବତନ ମାଲକାନଗିରି ବିଧାୟକ ମାନସ ମାଡକାମୀ, ଆଡ଼ମା ରଵା, ଗୋପାଳ ପଣ୍ଡା, ରାଜେନ୍ଦ୍ର ପଣ୍ଡା, ଲକ୍ଷ୍ମୀ ପ୍ରିୟା ନାୟକ, ସସ୍ମିତା ମାଝୀ, ପୂର୍ବତନ ଜିଲ୍ଲାପରିଷଦ ଅଧ୍ୟାଖା ପଦ୍ମନୀ ମୁଦୁଲି, ସାଂସଦ ପ୍ରତିନିଧି କାଳିଆ ମାଝୀ, ଭୀମ ନାୟକଙ୍କ ସହ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ବିଯୁଜନତା ଦଳ ଦ୍ୱାରା କରାଯାଉଥିବା ଭିଭିନ୍ନ କାର୍ଯ୍ୟକ୍ରମକୁ ଜନସାଧାରଣଙ୍କୁ ଜଣାଇଥିଲେ । ମାଲକାନଗିରିରୁ ଅବଦୁଲ ଗାନିଙ୍କ ରିପୋର୍ଟ ସଂଘର୍ଷ ନିୟୁଜ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More