ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳକୁ ସିଲ କଲା ବିଏମସି

21

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କ  କାର୍ଯ୍ୟାଳକୁ ସିଲ କରାଯାଇଛି। ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଥିବା ଜଣାପଡିଛି। ସାଂସଦ ଅପରାଜିତା ଷଡଙ୍ଗୀ କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ କରି ଜନ୍ମଦିନ ପାଳନ କରିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More