ଆସନ୍ତା ଜୁନ୍ ୩୦ ଯାଏଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ 

14

Get real time updates directly on you device, subscribe now.

ଭୁବନେଶ୍ଵର: ଜୁନ୍ ୩୦ ଯାଏଁ ରାଜ୍ୟ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏନେଇ ବିଭାଗୀୟ ସଚିବ ଓ ଜିଲାପାଳମାନଙ୍କୁ ସାଧାରଣ ପ୍ରଶାସନ ବିଭାଗ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ପକ୍ଷରୁ ଚିଠି ଜାରି କରାଯାଇଛି। ନୂଆ ସରକାର ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟ କ୍ରମଚାଲିବ। ସେଥିପାଇଁ ୩୦ ତାରିଖ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More