ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

18

Get real time updates directly on you device, subscribe now.

ପାରଳାଖେମୁଣ୍ଡି (ସଂଘର୍ଷ ମିଡିଆ) : – ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ସକାଳ ୯ ଘଟିକା ସମୟରେ ଶ୍ରୀ ଜୟଦେବ ଜୟନ୍ତୀ ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଠାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଜୟଦେବ ଫୋଟ ଚିତ୍ରରେ ସମସ୍ତେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟିକ ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ କହିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More