ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ପୁରୀରେ ବଳବତ୍ତର

89

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ଚଳିତ ମାସ ୧ ତାରିଖ ଠାରୁ ଅଗଷ୍ଟ ୨୯ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାରକୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପି ପିନାକ ମିଶ୍ର ସୂଚନା ଦେଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More