ପ୍ରଧାନମନ୍ତ୍ରୀ ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ

45

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ମୋଦୀଙ୍କ ପାଇଁ ପୁରୀରେ ୬୩ ପ୍ଲାଟୁନ୍ ପୁଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । କାଲି ପ୍ରଧାନମନ୍ତ୍ରୀଙ୍କ ପୁରୀ ଗସ୍ତ ସହ ରୋଡ୍ ଶୋ ପାଇଁ କଟକଣା । ତାଳବଣିଆରେ ପହଞ୍ଚିବାର ୧ ଘଣ୍ଟା ପୂର୍ବରୁ ପୁରୀରେ କଟକଣା । ଶ୍ରୀଜୀଉଙ୍କ ଦର୍ଶନ ପାଇଁ ସାଢେ ୭ଟାରେ ପହଞ୍ଚିବେ ମୋଦୀ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More