ପୁରୀ ( ସଂଘର୍ଷ ମିଡିଆ ) : ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଆଜି ୭୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କ ଜନ୍ମ ଦିନ ଅବସର ବିଭିନ୍ନ ମହଲରୁ ଶୁଭେଚ୍ଛା ଦିଆଯାଇଛି। ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ଏକ ସୁନ୍ଦର ବଲୁକା ଚିତ୍ର କଳା କରି ରାଜ୍ୟପାଳଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଦେଇଛନ୍ତି । ପୁରୀ ବେଳାଭୂମିରେ ନିର୍ମିତ ଏହି ବାଲୁକା ଚିତ୍ର କଳା ବେଶ ଆକର୍ଷଣୀୟ ହୋଇଛି ।