ରାଜାରେ ଆହୁରି କଲବଲ କରିବ ଗ୍ରୀଷ୍ମ ପ୍ରବାହ

22

Get real time updates directly on you device, subscribe now.

ଭୁବନେଶ୍ୱର(ସଂଘର୍ଷ ମିଡିଆ) : ଆହୁରି କଲବଲ କରିବ ଗ୍ରୀଷ୍ମ ପ୍ରବାହ। ଗ୍ରୀଷ୍ମ ପ୍ରବାହ ନେଇ ଶୁକ୍ରବାର ସତର୍କ କରିଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ୩ ଦିନ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୩ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ କେନ୍ଦ୍ରାଞ୍ଚଳରେ ଗ୍ରୀଷ୍ମପ୍ରବାହ ରହିବ। ଗ୍ରୀଷ୍ମ ପ୍ରବାହ ପାଇଁ ପିକ୍ ସମୟରେ ବାହାରକୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More