ଆଖିଧରା ପାଇଁ ସାବଧାନ ରୁହନ୍ତୁ

15

Get real time updates directly on you device, subscribe now.

ଭୁବନେଶ୍ବର (ସଂଘର୍ଷ ମିଡିଆ) : – ଆଖିଧରାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ରୁମାଲ, ତଉଲିଆ, ତକିଆ ଏମିତିକି ଆଇ-ଡ୍ରପ୍କୁ ବି ବ୍ୟବହାର କରନ୍ତୁ ନାହିଁ । ଚଷମା ପିନ୍ଧୁଥିଲେ, ନିୟମିତ ସଫା କରନ୍ତୁ । ସୁଇମିଂ ପୁଲ କିମ୍ବା ପୋଖରୀରେ ମୁହଁ ବୁଡ଼ାନ୍ତୁ ନାହିଁ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More