ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ। ତେଣୁ ଏହି ସମୟରେ ସମନ୍ବିତ ପର୍ଯ୍ୟବେକ୍ଷଣ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବୁଧବାର ରାଜ୍ୟରେ କୋଭିଡ ପରିଚାଳନା ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗଦେଇ ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ସମସ୍ତ ସିଡିଏମଓ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ, ବିଭିନ୍ନ କୋଭିଡ ହସ୍ପିଟାଲର କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସମୟରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କର ବ୍ୟକ୍ତିଗତ ସ୍ବାସ୍ଥ୍ୟ ନିରାପତ୍ତା ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More