ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଅନ୍ଲକ୍-୩ ଜାରିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଆଜିଠାରୁ ମୋ ବସ୍ ଚାଲିଛି । ଅତି ଗୁରୁତ୍ୱପୂର୍ଣ୍ଣ ୮ଟି ରୁଟରେ ନନ୍ ଏସି ବସ୍ ସେବା ଚାଲିବ ‘ମୋ ବସ’କୁ ପରିଚାଳନା କରୁଥିବା କ୍ୟାପିଟାଲ୍ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ ବା କ୍ରୁଟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।