ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ

18

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ମହାନ ଜନନାୟକ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ। ଏହି ଅବସରରେ ଶୁକ୍ରବାର ସକାଳେ ଏକାମ୍ର କ୍ଷେତ୍ରର ବିନ୍ଦୁ ସାଗରଠାରେ ବିବୁ ବାବୁଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ କରାଯାଇଛି। ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର-ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର- ଉତ୍ତର ବିଧୟକ ସୁଶାନ୍ତ ରାଉତ ତିଳ ତର୍ପଣ କରିବା ସହିତ ବିଜୁ ବାବୁଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More