ଆଜି ରାଜଧାନୀ ଭୁବନେଶ୍ଵରରୁ ଆଉ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୧୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୧୯୦ ପଜିଟିଭଙ୍କ ମଧ୍ୟରୁ ୧୩୮ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ବରରେ ୧୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More